Hey tu para Gyana bhainanku kahuthilu shortlink use kariba pain! "WP", "User" use karuna kana pain?
Ansuman 2014-05-24 18:36 GMT+05:30 Subhashish Panigrahi <[email protected]>: > ସଭିଙ୍କୁ ଓଳଗି, > > ୨୦୦୨ ମସିହା ଜୁନ ୩ ତାରିଖରେ ଓଡ଼ିଆ ଉଇକିପିଡ଼ିଆର ପ୍ରଥମ ସମ୍ପାଦନା ହୋଇଥିଲା । ଏହି > ଦିନରୁ ଆରମ୍ଭ କରି ଏକ ସପ୍ତାହ ଧରି ଆମେମାନେ ଗଣ-ସମ୍ପାଦନା କରିବାର ଆଲୋଚନା ହୋଇଥିଲା । > ଏଥିରେ ଓଡ଼ିଶାର ମହାମନିଷୀମାନଙ୍କ ଉପରେ ଥିବା ପ୍ରସଙ୍ଗମାନ ସୁଧାରିବାର ଯୋଜନା ହୋଇଛି । > କିପରି ଏହି ଗଣ-ସମ୍ପାଦନା କରାଯିବ ତା' ବାବଦରେ ଆଜି ରାତି ୮ ଘଟିକାରେ ଆମେ ମାନେ IRC ରେ > ଆଲୋଚନା କରିବୁ । ସମସ୍ତଙ୍କୁ ଅନୁରୋଧ > #wikipedia< > https://www.facebook.com/hashtag/wikipedia?source=feed_text&story_id=722833671093520 > >-or > ଚ୍ୟାନେଲରେ ଯୋଗଦେବା ନିମନ୍ତେ । > > *ଚାଟରେ ଯୋଗଦେବା ପାଇଁ ଲିଙ୍କ: > http://webchat.freenode.net/?channels=wikipedia-or > <http://webchat.freenode.net/?channels=wikipedia-or>* > > ଆଲୋଚନାର ବିଷୟବସ୍ତୁ: > > - ଗଣ-ସମ୍ପାଦନା ପାଇଁ ତାଲିକା ତିଆରି (କେତୋଟି ପ୍ରସଙ୍ଗ ବଛାଯିବ ଓ କିଏ ଏହା ତିଆରି > କରିବାର ମୁଖ୍ୟ ଦାୟୀତ୍ୱ ନେବେ) > - ବେଳ ଅନୁକୁଳ ମଣିଲେ ଜୁନ ୩ ତାରିଖରେ ଭୁବନେଶ୍ୱର ଓ ନାଲକୋନଗରରେ ଟୁଙ୍ଗିର ଉଦ୍ଘାଟନ > ଓ ସେହି ଦିନ ଗଣ-ସମ୍ପାଦନା ବାବଦରେ ଆଲୋଚନା > - ଗଣ-ସମ୍ପାଦନା ପାଇଁ ମାସିକ ଲକ୍ଷ୍ୟ (କେତୋଟି ପ୍ରସଙ୍ଗର ମାନ ଉନ୍ନତ ହେବ, କେତେ ଜଣ > ପୁରୁଖା ଓ କେତେ ଜଣ ନୂଆ ଉଇକିଆଳି ଯୋଗଦେବେ) > - ନୂଆମାନଙ୍କ ପାଇଁ ଏକ ସହଜ ଶିକ୍ଷଣ ( > https://or.wikipedia.org/wiki/User:Psubhashish/Chatasabha) > < > https://or.wikipedia.org/wiki/%E0%AC%AC%E0%AD%8D%E0%AD%9F%E0%AC%AC%E0%AC%B9%E0%AC%BE%E0%AC%B0%E0%AC%95%E0%AC%BE%E0%AC%B0%E0%AD%80:Psubhashish/Chatasabha > > > > -- > > ସୁଭ > _______________________________________________ > Wikipedia-OR mailing list > [email protected] > https://lists.wikimedia.org/mailman/listinfo/wikipedia-or > _______________________________________________ Wikipedia-OR mailing list [email protected] https://lists.wikimedia.org/mailman/listinfo/wikipedia-or
