ଆସନ୍ତା ୧୧ ତାରିଖରେ ରାତି ୮ଟାରେ IRC ଆଲୋଚନା ହବାକୁ ଯାଉଛି । ଆଲୋଚନାର ବିଷୟ ପରେ
ଜଣାଇଦିଆଯିବ । ଭାଗନେବାକୁ ଥିବା ଉଇକିଆଳି ନିଜ ନାମ ଏହି ପାରା ରେ ଲେଖେଇବାକୁ ଅନୁରୋଧ।

IRC ବିବରଣୀ:

Channel: #Wikimedia-or

Date: ଜୁଲାଇ ୧୧, ୨୦୧୪ (ଶୁକ୍ରବାର)

Time: ସନ୍ଧ୍ୟା ୮.୦୦ ରୁ ୯.୩୦ ଯାଏଁ

-- 
ଧନ୍ୟବାଦ ର ସହ
ଦୀପ୍ତିମାନ
_______________________________________________
Wikipedia-OR mailing list
[email protected]
https://lists.wikimedia.org/mailman/listinfo/wikipedia-or

Reply via email to